
ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ‘ଅକ୍ଷୟ ଶକ୍ତି:ଉତ୍ସ, ବ୍ୟବହାର ଓ ସୁଯୋଗ’ ଶୀର୍ଷକ ଜାତୀୟସ୍ତରୀୟ ଆଲୋଚନା ଚକ୍ର ଓ ଜାତୀୟ ଉତ୍କର୍ଷତା ସମ୍ମାନ-୨୦୨୪
ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ‘ଅକ୍ଷୟ ଶକ୍ତି:ଉତ୍ସ, ବ୍ୟବହାର ଓ ସୁଯୋଗ’ ଶୀର୍ଷକ ଜାତୀୟସ୍ତରୀୟ ଆଲୋଚନା ଚକ୍ର ଓ ଜାତୀୟ ଉତ୍କର୍ଷତା ସମ୍ମାନ-୨୦୨୪ ଭୁବନେଶ୍ୱର,୧୫.୧୨ : ଦେଶର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁଜାତୀୟ ଉତ୍କର୍ଷତା ସମ୍ମାନ ସମାରୋହ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ୧୭ତମ ବାର୍ଷିକ ଉତ୍ସବ ଅବସରରେ ଆୟୋଜିତ ହୋଇଥିବା ଏହି ସମ୍ମାନ ସମାରୋହରେ ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଅନୁଷ୍ଠାନ ଏବଂ ବ୍ୟକ୍ତିିବିଶେଷମାନଙ୍କୁ ସୂର୍ଯ୍ୟକ୍ଷେତ୍ର ଜାତୀୟ…