ଅନ୍ତୋଦୟ ଗୃହ ଯୋଜନା”ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭବାନୀପାଟଣା ତା ୩୦/୩/୨୫(ଜଗନ୍ନାଥ ଏକ୍ସପ୍ରେସ୍)କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କ୍ରୀଷ୍ଣାନଗର ପଡିଆଠାରେ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଯୋଗ୍ୟ ହିତାଧୂକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର ୫୫୦ କୋଟି ଟଙ୍କା,ଏ ବାବଦରେ ବିନିଯୋଗ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶେଷକରି କେଉଁମାନଙ୍କୁ ଏହି ଯୋଜନାରେ ଘର ମିଳିବ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭିନ୍ନକ୍ଷମ, ବିଧବା, ରୋଗାକ୍ରାନ୍ତି ଏବଂ ଶହୀଦ ପରିବାରକୁ ଏହି ଯୋଜନାରେ…

Read More

ଆନ୍ତର୍ଜାତୀୟ ତୃତୀୟଲିଙ୍ଗି ଦିବସ

ରାଜ୍ୟରେ ତୃତୀୟଲିଙ୍ଗି ୱେଲଫେୟାର ବୋର୍ଡ଼ ଗଠନ କରାଯାଉ-ପ୍ରତାପ ସାହୁ, ପୂର୍ବତନ ଅଧ୍ୟକ୍ଷ ଭୁବନେଶ୍ୱର, ୩୦.୩. : ମାର୍ଚ୍ଚ ୩୧ ତାରିଖ ଆନ୍ତର୍ଜାତୀୟ ତୃତୀୟଲିଙ୍ଗି ଦିବସ । ଏହି ଦିବସସାରା ବିଶ୍ୱରେ ପାଳନ ହେଉଥିବା ବେଳେ ଭାରତରେ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତ୍ୟେକ ଜିଲ୍ଲା ବାରାଜ୍ୟରେ ଧୁମ୍ଧାମ୍ରେ ପାଳନ କରୁଛନ୍ତି । କିନ୍ତୁ ବଡ଼ ଦୁଃଖର ବିଷୟ ଭାରତର ହାତଗଣତିକେତୋଟି ରାଜ୍ୟକୁ ଛାଡ଼ିଦେଲେ ଅନ୍ୟ କୌଣସି ରାଜ୍ୟରେ ତୃତୀୟଲିଙ୍ଗି ୱେଲଫେୟାରବୋର୍ଡ଼ ଗଠନ କରାଯାଇ ନାହିଁ । ଓଡ଼ିଶାରେ…

Read More

ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ:

ଭୁବନେଶ୍ୱର, 28 ମାର୍ଚ୍ଚ, 2025: ଏକ ଉଲ୍ଲେଖନୀୟ ସଫଳତାରେ, ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷ ଶେଷ ହେବାର 10 ଦିନ ପୂର୍ବରୁ 250 କୋଟି ଟଙ୍କାର ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟକୁ ସଫଳତାର ସହ ଅତିକ୍ରମ କରିଛି । ରେଳବାଇ ବୋର୍ଡ ଦ୍ୱାରା 2024-25 ଆର୍ଥିକ ବର୍ଷ ପାଇଁ 250 କୋଟି ଟଙ୍କାର ଲକ୍ଷ୍ୟ ଧାର୍ଯ୍ୟକୁ 21 ମାର୍ଚ୍ଚ, 2025 ରେ ହାସଲ କରାଯାଇଥିଲା। ଏହି ତାରିଖ ସୁଦ୍ଧା, ପୂର୍ବତଟ ରେଳପଥ ମୋଟ 265.62 କୋଟି ଟଙ୍କାର…

Read More

ସ୍କାଉଟସ୍ ଏବଂ ଗାଇଡସ୍ର “ପ୍ରତିବିମ୍ବ” ଶିିବିର

ଓଡ଼ିଶା ରାଜ୍ୟ ଭାରତ ସ୍କାଉଟସ୍ ଓ ଗାଇଡ଼ସ୍ ଦ୍ୱାରା ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ସ୍କାଉଟ ଏବଂ ଗାଇଡ୍ମାନଙ୍କୁ ନେଇ ଗତ ୨୫ ତାରିଖରୁ ଆରମ୍ଭ ହୋଇଥିବା “ପ୍ରତିବିମ୍ବ” ଆଜି ସଂଧ୍ୟାରେ ଉଦ୍ୟାପିତ ହୋଇଅଛି । ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି ଡଃ କାଳି ପ୍ରସାଦ ମିଶ୍ର ନିଜ ବକ୍ତବ୍ୟରେ କହିଥିଲେଯେ ଏହି ଶିବିରଟି ପିଲାମାନଙ୍କ ପାଇଁ ବହୁ ଉପାଦେୟ ହେବ । ଓଡିଶାର ବିଭିନ୍ନ କୋଣ ଅନୁକୋଣରେ ଲୁଚି ରହିଥିବା ଯୁବ ପ୍ରତିଭାମାନଙ୍କୁ ଖୋଜି…

Read More

ରେଳସେବାପୁରସ୍କାର: ପ୍ରତିବଦ୍ଧତା, ଉତ୍ସର୍ଗଏବଂଉତ୍କର୍ଷତାକୁସମ୍ମାନ !

● ପୂର୍ବତଟ ରେଳପଥ ମୁଖ୍ୟାଳୟ ଏବଂ ମଞ୍ଚେଶ୍ୱର ରେଳ ଡବା ମରାମତି କାରଖାନାର 13 ଜଣ ରେଳ କର୍ମଚାରୀଙ୍କୁ 2024 ବର୍ଷ ପାଇଁ ରେଳ ସେବା ପୁରସ୍କାରରେ ସମ୍ମାନିତ କରାଯାଇଛି । ଭୁବନେଶ୍ୱର, 26.03.2025: ଅନୁକରଣୀୟ ସେବା, ନିଷ୍ଠା ଏବଂ ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ପାଇଁ ପୂର୍ବତଟ ରେଳପଥ ମୁଖ୍ୟାଳୟ ଏବଂ ମଞ୍ଚେଶ୍ୱର ରେଳଡବା ମରାମତି କାରଖାନାର 13 ଜଣ ରେଳ କର୍ମଚାରୀଙ୍କୁ ପ୍ରତିଷ୍ଠିତ ରେଳ ସେବା ପୁରସ୍କାର 2024 ରେ ସମ୍ମାନିତ କରାଯାଇଅଛି ।  ପୂର୍ବତଟ ରେଳପଥର…

Read More

ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ଦିବସ ସଂଶୋଧିତ

●      ଯାତ୍ରୀଙ୍କ ସୁବିଧା ପାଇଁ ପ୍ରତିବଦ୍ଧ, ପୂର୍ବତଟ ରେଳପଥ ଭୁବନେଶ୍ୱର, 26.03.2025: ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ 20835/20836 ରାଉରକେଲା-ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ସୂଚୀକୁ ସଂଶୋଧନ କରାଯାଇଛି । ବର୍ତ୍ତମାନ ଶନିବାର ବ୍ୟତୀତ ପ୍ରତିଦିନ ଚଳାଚଳ କରୁଥିବା ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ ଏବେ ମଙ୍ଗଳବାର ବ୍ୟତୀତ ପ୍ରତିଦିନ ଚଳାଚଳ କରିବ। ସଂଶୋଧିତ ସେବା ସମୟସୂଚୀ ଏହିପରି ହେବ… ଏହି ଟ୍ରେନ ପାଇଁ 3 ଜୁନ୍ 2025 ଠାରୁ ସାପ୍ତାହିକ ଛୁଟି…

Read More

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ

ରେଳ ସୁରକ୍ଷା ଆୟୁକ୍ତ ଶ୍ରୀ ବ୍ରିଜେଶ ମିଶ୍ର ତାଙ୍କର ଦୁଇ ଦିନିଆ ପୂର୍ବତଟ ରେଳପଥ ପରିଦର୍ଶନ ସମୟରେ ବୌଦ୍ଧ ଏବଂ ପୁରୁଣାକଟକ ମଧ୍ୟରେ ନବନିର୍ମିତ 26.888 କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ରେଳ ଲାଇନର ଯାଞ୍ଚ କରିଛନ୍ତି ଯାହା ଦ୍ୱାରା ନିର୍ମାଣ କାର୍ଯ୍ୟ ଚାଲୁଥିବା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ନୂତନ ଭାବରେ ନିର୍ମାଣ ହୋଇଥିବା ରେଳ ଲାଇନର ସୁରକ୍ଷା ଦିଗଗୁଡ଼ିକର ସମୀକ୍ଷା କରାଯାଇଥିଲା । ସମସ୍ତ ସୁରକ୍ଷା ସମ୍ବନ୍ଧୀୟ ମାନଦଣ୍ଡ ଆକଳନ କରିବା ପାଇଁ ଏକ…

Read More

ରାଷ୍ଟ୍ରର ବିକାଶରେ ଉଦ୍ୟୋଗୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି

ଭୁବନେଶ୍ୱର ତା 27/03/25 ଓଡିଶା ଉଦ୍ୟୋଗୀ ପରିବାରର ଚତୁର୍ଥ ବାର୍ଷିକ ଉତ୍ସବ ସହିତଆଲୋଚନା ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସ୍ଥାନୀୟ ସ୍ବସ୍ତିପ୍ରିମିୟମ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି lସଂଗଠନର ସଭାପତି, ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ଆବାହକତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସିଡବି ଡିଜିଏମ ପ୍ରଦ୍ୟୁମ୍ନ ଚୌଧୁରୀ, ମୁଖ୍ୟବକ୍ତା ଭାବେ ଆଇଆଇଟି ଗଭର୍ଣ୍ଣିଙ୍ଗ ବଡି ସଦସ୍ୟସତ୍ୟବ୍ରତ ପଣ୍ଡା, ସମ୍ମାନିତ ଅତିଥି ଭାବେ ବଡ଼ଖବରର ମୁଖ୍ୟ ସମ୍ପାଦକ ଅର୍ଧେନ୍ଦୁ ଦାସ ଯୋଗଦେବାସହିତ ରାଷ୍ଟ୍ରର ବିକାଶରେ ଉଦ୍ୟୋଗୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି…

Read More

ବଲାଙ୍ଗୀର ଠାରେ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା 2024-25 ଉଦଯାପିତ

ବଲାଙ୍ଗୀର ଠାରେ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା 2024-25 ଉଦଯାପିତ ହୋଇଯାଇଛି ପାଞ୍ଚ ଦିନ ଧରି ଚାଲିଥିବା ଏହି ମେଳା କୁ ମାନ୍ୟବର କୃଷିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମହୋଦୟ ଉଦଘାଟନ କରିଥିଲେ lପାଞ୍ଚ ଦିନ ଧରି ଚାଲି ଥିବା ଏହି ମେଳା ରେ ବଲାଙ୍ଗୀର ଜିଲ୍ଲା ସହ ବିଭିନ୍ନ ଜିଲ୍ଲା ର ଚାଷୀ ମାନେ ମଧ୍ୟ ସାମିଲ ହୋଇ ଥିଲେ l ଏହି ମେଳା ରେ ବହୁତ ପ୍ରକାର କୃଷି ଯନ୍ତ୍ରପାତି ପ୍ରଦର୍ଶିତ ହୋଇଥିଲା…

Read More

ନିରାପଦ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିବା _ ଉତ୍ସର୍ଗ, ସତର୍କତା ଏବଂ ତ୍ୱରିତ କାର୍ଯ୍ୟ ପାଇଁ ପାଞ୍ଚ ଜଣ ରେଳ କର୍ମଚାରୀ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

ଭୁବନେଶ୍ୱର, 25.03.2025: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି 5 ଜଣ ରେଳ କର୍ମଚାରୀଙ୍କୁ ସେମାନଙ୍କର କର୍ତ୍ତବ୍ୟନିଷ୍ଠା, ସତର୍କତା ଏବଂ ଡ୍ୟୁଟି ସମୟରେ ତ୍ୱରିତ କାର୍ଯ୍ୟ ପାଇଁ ସମ୍ମାନିତ କରିଥିଲେ ଯାହା ଦ୍ୱାରା ନିରାପଦ ଟ୍ରେନ୍ ପରିଚାଳନା ସୁନିଶ୍ଚିତ ହୋଇଥିଲା । ଏହି ସମ୍ବର୍ଦ୍ଧନା ସମାରୋହ ପୂର୍ବତଟ ରେଳପଥ ମୁଖ୍ୟାଳୟ ଭୁବନେଶ୍ୱରର ରେଳ ସଦନ ଠାରେ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ, ପ୍ରମୁଖ ମୁଖ୍ୟ ସୁରକ୍ଷା ଅଧିକାରୀ ଏବଂ ଅନ୍ୟାନ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ…

Read More
Back To Top
× How can I help you?