ପୂର୍ବତଟ ରେଳପଥ କ୍ରୀଡ଼ା ସଂଗଠନ (ଇକୋର୍ସା) ବାର୍ଷିକ ସାଧାରଣ ପରିଷଦ ବୈଠକ :

ଭୁବନେଶ୍ୱର, 22.03.2025: ପୂର୍ବତଟ ରେଳପଥ କ୍ରୀଡ଼ା ସଂଗଠନ (ଇକୋର୍ସା)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଇତିମଧ୍ୟରେ ଆୟୋଜିତ ହୋଇଯାଇଅଛି । କ୍ରୀଡ଼ା ଭିତ୍ତିଭୂମି ବିକାଶ, ତୃଣମୂଳ ସ୍ତରରେ କ୍ରୀଡ଼ାକୁ ପ୍ରୋତ୍ସାହନ ଏବଂ କ୍ରୀଡ଼ା ପ୍ରଶାସନରେ ସର୍ବାଙ୍ଗୀନ ଉତ୍କର୍ଷତା ସମୀକ୍ଷା ଉପରେ ଏହି ବାର୍ଷିକ ସାଧାରଣ ପରିଷଦ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ଏହି ବୈଠକର ଅଧ୍ୟକ୍ଷତା କରି ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ରେଳପଥରେ କ୍ରୀଡାର ବିକାଶ ସହିତ ଏହାର ଭିତ୍ତିଭୂମି ଉନ୍ନତି କ୍ଷେତ୍ରରେ…

Read More
Back To Top
× How can I help you?