ଯାତ୍ରୀଙ୍କଯାତ୍ରାସୁବିଧାପାଇଁପୂର୍ବତଟରେଳପଥପକ୍ଷରୁଅଧିକହୋଲିସ୍ପେଶାଲ୍ ଟ୍ରେନ :
ହୋଲି ପର୍ବ ସମୟରେ ବର୍ଦ୍ଧିତ ଯାତ୍ରୀ ଚାହିଦାକୁ ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ପ୍ରମୁଖ ସ୍ଥାନଗୁଡ଼ିକୁ ସ୍ୱତନ୍ତ୍ର ଟ୍ରେନ ସଂଯୋଗ ଯୋଜନା କରି ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନେଇଛି | ଏହି ସ୍ୱତନ୍ତ୍ର ଟ୍ରେନ୍ଗୁଡ଼ିକ ଯାତ୍ରୀମାନଙ୍କ ପାଇଁ ଅତିରିକ୍ତ ଯାତ୍ରା ବିକଳ୍ପ ପ୍ରଦାନ କରିବ ଏବଂ ନିୟମିତ ଟ୍ରେନ୍ଗୁଡ଼ିକରେ ଭିଡ଼ କମ କରିବାରେ ସାହାଯ୍ୟ କରିବ | ବିଶାଖାପାଟଣା–ପାଟନା ହୋଲି ସ୍ୱତନ୍ତ୍ର ଟ୍ରେନ୍ ନିମ୍ନଲିଖିତ କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବତଟ ରେଳପଥ ମଧ୍ୟରୁ…