ରେଳ ଭିତ୍ତିଭୂମିରେ ପ୍ରମୁଖ ପରିବର୍ତ୍ତନ ଆଣିଛି ଅମୃତ ଷ୍ଟେସନ ଯୋଜନା _

କେବିକେ (KBK) ଅଞ୍ଚଳରେ ସଂଯୋଗୀକରଣକୁ ରୂପାନ୍ତରିତ କରୁଛି: ଭୁବନେଶ୍ୱର, 23 ଏପ୍ରିଲ, 2025 ଆଞ୍ଚଳିକ ବିକାଶ ଏବଂ ଭିତ୍ତିଭୂମି ଆଧୁନିକୀକରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଭାରତୀୟ ରେଳ ଓଡ଼ିଶାର KBK (କଳାହାଣ୍ଡି-ବଲାଙ୍ଗିର-କୋରାପୁଟ) ଜିଲ୍ଲାର ପ୍ରମୁଖ ରେଳ ଷ୍ଟେସନଗୁଡ଼ିକ ପାଇଁ ଅମୃତ ଷ୍ଟେସନ ଯୋଜନା ଅଧୀନରେ ଏକ ବ୍ୟାପକ ପୁନର୍ବିକାଶ ପଦକ୍ଷେପ ଆରମ୍ଭ କରିଛି | ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପର ଲକ୍ଷ୍ୟ ହେଉଛି ଷ୍ଟେସନଗୁଡ଼ିକୁ ଆଧୁନିକ ଯାତ୍ରୀ ସୁବିଧା, ବ୍ୟବହାରଯୁକ୍ତ ଡିଜାଇନ୍ ଏବଂ ଉନ୍ନତ ସୁଗମତା…

Read More

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

 ଭବାନୀପାଟଣା: ତା୨୪/୪/୨୫(ଜଗନ୍ନାଥ ଏକ୍ସପ୍ରେସ୍ )କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ଟାଉନହଲ ଭବାନୀପାଟଣା ଠାରେ ଜିଲ୍ଲା ପ୍ରଶାସନ ତରଫରୁ ପାଳିତ ହୋଇଯାଇଛି। ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, କଳାହାଣ୍ଡି ସାଂସଦ ଙ୍କ ପ୍ରତିନିଧି ଜୟଶଙ୍କର…

Read More

ସମ୍ କର୍ତ୍ତୃପକ୍ଷ ଓ ନବନିର୍ମାଣ ସଂଗଠନମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସମ୍ କର୍ତ୍ତୃପକ୍ଷଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୩.୪ : ସମ୍ କର୍ତ୍ତୃପକ୍ଷ ଓ ନବନିର୍ମାଣ କୃଷକ ସଂଗଠନ ନେତୃମଣ୍ଡଳୀଙ୍କ ମଧ୍ୟରେବୁଧବାର ହୋଟେଲ ସନ୍ସାଇନରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଆଲୋଚନାହୋଇଯାଇଛି । ଆଲୋଚନାରେ ନବନିର୍ମାଣ କୃଷକ ସଂଗଠନ ତରଫରୁ ଜାତୀୟ ଅଧ୍ୟକ୍ଷ ଅକ୍ଷୟକୁମାର, ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ, ସହ ସଂଯୋଜକ ଉମାକାନ୍ତ ଭାରତ, ରଶ୍ମୀରଞ୍ଜନ ସ୍ୱାଇଁ,ଡଃ କୁଳମଣି ଓ ଯୁବ ସଂଗଠନର ରାଜ୍ୟ ସଭାପତି ମନୱର ଅଲ୍ଲୀ, ମଧୁମିତା ସାମଲ, ଅମିତଜେନା ପ୍ରମୁଖ ଯୋଗ ଦେଇଥିବା ବେଳେ ସୋଆ ଉପକୁଳପତି ପ୍ରଦିପ୍ତ କୁମାର…

Read More
Back To Top
× How can I help you?