ଓଡ଼ିଶାରେ ଦୁଇଟି ପ୍ରକଳ୍ପ ସହ ଭାରତୀୟ ରେଳବାଇରେ ଚାରୋଟି ମଲ୍ଟିଟ୍ରାକିଙ୍ଗ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି:
ରେଳ ଧାରଣା କ୍ଷମତା ବୃଦ୍ଧି କରିବା ପାଇଁ ଭାରତୀୟ ରେଳବାଇ ଯାତ୍ରୀ ଏବଂ ପଣ୍ୟବାହୀ ଟ୍ରେନ ଗୁଡିକର ସୁଗମ ଏବଂ ଦ୍ରୁତ ପରିବହନ ସୁନିଶ୍ଚିତ କରିବା ପାଇଁ ଚାରୋଟି ମଲ୍ଟିଟ୍ରାକିଂ ପ୍ରକଳ୍ପ ହାତକୁ ନେବାକୁ ଯୋଜନା କରୁଛି। ଏହି ପଦକ୍ଷେପଗୁଡ଼ିକ ଯାତ୍ରା ସୁବିଧାକୁ ଉନ୍ନତ କରିବ, ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବ, ତୈଳ ଆମଦାନୀ ହ୍ରାସ କରିବ ଏବଂ ସ୍ଥାୟୀ ଏବଂ ଦକ୍ଷ ରେଳ ପରିଚାଳନାକୁ ସମର୍ଥନ କରି କାର୍ବନ ନିର୍ଗମନକୁ ହ୍ରାସ କରିବ। ପ୍ରକଳ୍ପଗୁଡ଼ିକ କୋଇଲା, ଲୁହାପଥର…