କୋଣାର୍କ, ବିଶାଖା ଏବଂ ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ଭୁବନେଶ୍ୱର ନୂତନ ଷ୍ଟେସନରୁ ଯାତ୍ରା ପ୍ରାରମ୍ଭ ଓ ଶେଷ କରିବ
11020/11019 ଭୁବନେଶ୍ୱର-ସିଏସଏମଟି ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ, 17015/17016 ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ଏକ୍ସପ୍ରେସ ଏବଂ 22819/22820 ଭୁବନେଶ୍ୱର-ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସର ଟର୍ମିନାଲ ପଏଣ୍ଟ 12.05.2025 ଠାରୁ ପରିବର୍ତନ କରାଯାଇ ଭୁବନେଶ୍ୱର ନୂତନ ଷ୍ଟେସନ ଠାରୁ ଏହାର ଯାତ୍ରା ପ୍ରାରମ୍ଭ ଏବଂ ଶେଷ କରିବ | ଉପରୋକ୍ତ ସମସ୍ତ ଟ୍ରେନଗୁଡ଼ିକ ମଞ୍ଚେଶ୍ୱର ରେଳ ଷ୍ଟେସନରେ ଉଭୟ ଦିଗରୁ ପ୍ରତ୍ୟେକ ଦୁଇ ମିନିଟ୍ ପାଇଁ ରହଣି ପ୍ରଦାନ କରିବେ | ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ଉପୋରକ୍ତ ଟ୍ରେନ ଗୁଡିକ 20 ମିନିଟ୍…