ଶହୀଦ ରଘୁ-ଦିବାକରଙ୍କ ଆତ୍ମ ବଳିଦାନ ଅତୁଳନୀୟ ଶହୀଦଙ୍କ ଭବ୍ୟ ପ୍ରତିମୂର୍ତ୍ତି ରାଜଧାନୀରେ ପ୍ରତିଷ୍ଠା ହେବ-ବାଚସ୍ପତି
ଭୁବନେଶ୍ୱର, ୪.୪ : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିବିଭାଗ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ରଣପୁର ପ୍ରଜା ଆନେ୍ଦାଳନରେଶହୀଦ ହୋଇଥିବା ଯୁବ ଅମ୍ଲାନ କବି, ବିପ୍ଲବୀ, ମହାନ୍ ବ୍ୟକ୍ତିତ୍ୱର ଅଧିକାରୀ ଶହୀଦରଘୁ-ଦିବାକରଙ୍କ ୮୫ତମ ବଳିଦାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଭୁବନେଶ୍ୱରୟୁନିଟ୍-୯ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣକରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ବିଧାନସଭାର ମାନନୀୟାବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ବିଶିଷ୍ଟ ଅତିଥି ତଥା…