ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭକେନ୍ଦ୍ରାପଡ଼ା,୧୨ା୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଦେଶର ସମ୍ପତ୍ତିକୁ ବିଦେଶୀ ଓ ଦେଶୀ କମ୍ପାନୀକୁ ବିକ୍ରୀ କରିବା, ଆଦାନୀ ଭଳି କମ୍ପାନୀ ଦେଶର ସମ୍ବଳ ଲୁଣ୍ଠନ କରୁଥିବା ବେଳେ ରାଜ୍ୟର ଡବଲ ଇଞ୍ଜିନ ସରକାର ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଆକାଶ ଛୁଆଁ ଦରବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏକ…