
ଆଦର୍ଶ ଶିକ୍ଷକଙ୍କ ସ୍ମୃତିସଭା
ଆଦର୍ଶ ଶିକ୍ଷକଙ୍କ ସ୍ମୃତିସଭାକେନ୍ଦ୍ରାପଡ଼ା,୧୨ା୧୨: କେନ୍ଦ୍ରାପଡା ବ୍ଲକ ଅଧିନ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଯାଗର ରାଉତଙ୍କ ଦ୍ୱାଦଶାହ ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଓ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ତାଙ୍କ ପଟକୁରାସ୍ଥିତ ବାସଭବନରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସଦସ୍ୟ ଦାମୋଦର ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସ୍ମୃତିସଭାକୁ ଛାତ୍ର ମଦନମୋହନ ବେହେରା ସଞ୍ଚାଳନ କରିଥିଲେ । ଏହି ସଭାରେ ସ୍ୱର୍ଗତ ସାହୁଙ୍କ ସାଥି ଧ୍ରୁବ ଚରଣ…