ଅମୃତ ଯୋଜନାରେ ଆଧୁନିକ ଭିତ୍ତିଭୂମି ଉତ୍ତର ଓଡ଼ିଶାର ରେଳ ଷ୍ଟେସନଗୁଡ଼ିକରେ ବିପ୍ଳବ ଆଣିବ:
ଭୁବନେଶ୍ୱର, ୦୬.୦୪.୨୦୨୫ ଭାରତୀୟ ରେଳ ଏହାର ଅମୃତ ଷ୍ଟେସନ ଯୋଜନାର ଅଂଶ ଭାବରେ ଓଡ଼ିଶାର ଉତ୍ତର ଭାଗରେ ବିଭିନ୍ନ ରେଳ ଷ୍ଟେସନଗୁଡ଼ିକର ପୁନର୍ବିକାଶ କରୁଅଛି । ଏହି ପୁନର୍ବିକାଶ ଲକ୍ଷ୍ୟ ହେଉଛି ପ୍ରମୁଖ ରେଳ ଷ୍ଟେସନଗୁଡ଼ିକୁ ଆଧୁନିକ ସୁବିଧା ସହିତ ପରିବର୍ତ୍ତନ କରିବା, ଯାତ୍ରୀମାନଙ୍କ ପାଇଁ ସାମଗ୍ରିକ ଯାତ୍ରା ଅଭିଜ୍ଞତାକୁ ବୃଦ୍ଧି କରିବା ଏବଂ ଆଞ୍ଚଳିକ ସ୍ତରରେ ଆର୍ଥିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା । ଏହି ପୁନର୍ବିକାଶ ଭିତ୍ତିଭୂମିର ଉନ୍ନତି, ସୁବିଧାସୁଯୋଗର ଆଧୁନିକୀକରଣ ଏବଂ ଯାତ୍ରୀ ମାନଙ୍କ…