
କମିଶନରେଟ ପୋଲିସର ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନ ଲୋକାର୍ପଣ
କମିଶନରେଟ ପୋଲିସର ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନ ଲୋକାର୍ପଣ ଏହି ଯାନ ଗୁଡିକ ହେଉଛି ନ୍ୟାୟ, ଶୃଙ୍ଖଳା, ଭୟମୁକ୍ତ ବାତାବରଣ ଓ ଅପରାଧମୁକ୍ତ ସମାଜର ପ୍ରତୀକ ଆଗାମୀ ଦିନରେ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା ବୃଦ୍ଧି ପାଇଁ ନିଷ୍ପତ୍ତି ଭୁବନେଶ୍ୱର12.12.2024 ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ…